• About
  • Contact
Thursday, March 5, 2026
Thursday, March 5, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ସ୍ମୃତି-୨

ସ୍ମୃତି-୨
Share on FacebookShare on Xshare on Whatsappshare on Linkedin
ପ୍ରଭୁକଲ୍ୟାଣ ମହାପାତ୍ର, ଭୁବନେଶ୍ୱର, ୧୪ ମଇ ୨୦୨୫

ସ୍ମୃତି !
ପ୍ରଥମ ଦେଖାର ତାହା ପହିଲି ପୀରତି
ପ୍ରଣୟ ତୃଷ୍ଣାର ଅନୁପମ ଅନୁଭୂତି
ଆଦ୍ୟ ଯୌବନେ ପୁଣି ମିଳନର ଭୀତି
ବିରହ ଦୁଃଖର ସିଏ ଶୋକଭରା ଗୀତି।।୧।।

ସ୍ମୃତି !
ମରମ ତଳର ତାହା ଅଭୁଲା ଚଇତି
ବିଜନ ବେଳାର ସିଏ ପ୍ରଣୟ ଆସକ୍ତି
ପୁରୁଣା ଦିନର ପୁଣି ସୁମଧୁର ଗୀତି
ଅବୁଝା କୋହର ପରା ବୁକୁଫଟା ତାତି।।୨।।

ପ୍ରଭୁକଲ୍ୟାଣ ମହାପାତ୍ର

ପ୍ରଭୁକଲ୍ୟାଣ ମହାପାତ୍ର

ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର
ମୋବାଇଲ : ୯୯୩୭୭୧୧୩୮୯

Related Posts

ମୁଁ ଅଜ୍ଞାତ ଚିରକାଳ (ଭାଗ ୬୨)
Literature

ମୁଁ ଅଜ୍ଞାତ ଚିରକାଳ (ଭାଗ ୬୨)

by Manas Ranjan Mahapatra
March 4, 2026

ମାନସ ରଞ୍ଜନ ମହାପାତ୍ର, ପୁରୀ, ୪ ମାର୍ଚ୍ଚ ୨୦୨୬ ପ୍ରତି ଯୁଗରେ କିଛି ବହୁ ପରିଚିତ ଥାଆନ୍ତି। କିଛି ସ୍ୱଳ୍ପ ପରିଚିତ, କିଛି ପରିଚିତ, କିଛି ଅପରିଚିତ।...

Read more
ଭାଇଚାରା ର ରଙ୍ଗ

ଭାଇଚାରା ର ରଙ୍ଗ

March 4, 2026
The Season of Board Exams: A Mother’s Tale

The Season of Board Exams: A Mother’s Tale

March 2, 2026
କୈଳାଶ ରାୟ: ଏକ କାହାଣୀ (ଭାଗ ୬୧)

କୈଳାଶ ରାୟ: ଏକ କାହାଣୀ (ଭାଗ ୬୧)

February 24, 2026
ସତରେ ଏମିତି ହୁଅନ୍ତା କି – ୨୪

ସତରେ ଏମିତି ହୁଅନ୍ତା କି – ୨୪

February 23, 2026
ମା’ର ଭାଷା ମୋର ପ୍ରିୟ

ମା’ର ଭାଷା ମୋର ପ୍ରିୟ

February 21, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.