• About
  • Contact
Saturday, March 14, 2026
Saturday, March 14, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

ପ୍ରଖ୍ୟାତ ଶିଶୁ ସାହିତ୍ୟିକ ତଥା ଗୀତିକବି କ୍ଷୀରୋଦ ଚନ୍ଦ୍ର ପୋଥାଳ ଙ୍କ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳି

ପ୍ରଖ୍ୟାତ ଶିଶୁ ସାହିତ୍ୟିକ ତଥା ଗୀତିକବି କ୍ଷୀରୋଦ ଚନ୍ଦ୍ର ପୋଥାଳ ଙ୍କ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳି
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ମାହାଙ୍ଗା, ୧୫ ଜାନୁୟାରୀ ୨୦୨୬

ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତ କୋଇଲି ବ୍ଲକ୍ ଗୋପପୁର ଗ୍ରାମରେ ପ୍ରଖ୍ୟାତ ଶିଶୁ ସାହିତ୍ୟିକ ତଥା ଗୀତିକବି କ୍ଷୀରୋଦ ଚନ୍ଦ୍ର ପୋଥାଳ ଙ୍କ ୧୫ଶ ଶ୍ରାଦ୍ଧୋତ୍ସବ ଅବସରରେ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ପୂଜ୍ୟପୂଜା ପରମ୍ପରା କ୍ରମେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।

ଏହି ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଫାଉଣ୍ଡେସନ କୃଷି ଉତ୍କର୍ଷ କେନ୍ଦ୍ର ର ଅନ୍ୟତମ ସଂଯୋଜକ ତଥା ଯୁବ ସଂଗଠକ ଶୁଭେନ୍ଦୁ କୁମାର ସାମଲ ଙ୍କ ତତ୍ତ୍ଵାବଧାନରେ ଗୋପପୁର ଗ୍ରାମ ସ୍ଥିତ କବିଙ୍କ ପ୍ରତିମୂର୍ତ୍ତି ରେ ଧୂପ, ଦୀପ, ପୁଷ୍ପାର୍ଘ୍ୟ ଅର୍ପଣ କରାଯାଇଥିଲା । ବୟୋଜ୍ୟେଷ୍ଠ ମୂରବୀ ରାମଚନ୍ଦ୍ର ମହାପାତ୍ର, ଶୁଭେନ୍ଦୁ କୁମାର ସାମଲ, ଡ଼ଃ. ଏକାଦଶୀ ପ୍ରଧାନ, ସୁସଂଗଠକ ପ୍ରମୋଦ କୁମାର ଦାଶ, ସାମ୍ବାଦିକ ବିଜୟ କୁଅଁର, ସାମ୍ବାଦିକ ବିବେକାନନ୍ଦ ଦାସ, ଦେବବ୍ରତ ପଣ୍ଡା, ଓ କୁଳମଣି ସାହୁ ପ୍ରମୁଖ ଦିବଂଗତ ସାରସ୍ଵତ ପ୍ରତିଭା କ୍ଷିରୋଦ ଚଂଦ୍ର ପୋଥାଳଙ୍କ ସ୍ମୃତି ଚାରଣ କରିବା ସହିତ ତାଙ୍କ ଶିଶୁ ସାହିତ୍ୟ ଓ ଗୀତି କବିତା ରଚନାରେ ଓଡ଼ିଆ ସାହିତ୍ୟ ରୁଦ୍ଧିମନ୍ତ ହୋଇଛି ବୋଲି ମତ ବ୍ୟକ୍ତ କରିଥିଲେ । ଫାଉଣ୍ଡେସନ ଅଧ୍ୟକ୍ଷ ତଥା ସମାଜସେବୀ ଶୋଭନ କରଙ୍କ ପ୍ରତ୍ୟକ୍ଷ ପ୍ରେରଣାରେ ମାହାଙ୍ଗା ସମେତ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ଏହିଭଳି ପ୍ରତିଭା ପୂଜା କାର୍ଯ୍ୟକ୍ରମ ଆୟୋଜିତ ହେଉଥିବାରୁ ତାଙ୍କୁ ସଭାରେ ଭୂୟସୀ ପ୍ରଶଂସା କରାଯାଇଥିଲା।

Nirvik Bureau

Nirvik Bureau

Related Posts

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି
News

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

by Nirvik Bureau
March 7, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୭ ମାର୍ଚ୍ଚ ୨୦୨୬ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ପୂଜ୍ୟପୂଜା କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାର ଅନ୍ୟତମ ବରପୁତ୍ର କର୍ମବୀର...

Read more
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

March 6, 2026
ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

February 20, 2026
ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

February 19, 2026
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ

January 27, 2026
୭୭ତମ ଜନରାଜ୍ୟ ଦିବସ ପାଳିତ

୭୭ତମ ଜନରାଜ୍ୟ ଦିବସ ପାଳିତ

January 27, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.