• About
  • Contact
Friday, October 16, 2026
Friday, October 16, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

୭୭ତମ ଜନରାଜ୍ୟ ଦିବସ ପାଳିତ

୭୭ତମ ଜନରାଜ୍ୟ ଦିବସ ପାଳିତ
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୨୭ ଜାନୁୟାରୀ ୨୦୨୬

ମାହାଙ୍ଗା ଅଞ୍ଚଳ ର ବନ୍ତଳା ସ୍ଥିତ ଶରତ କର ଓ ଅନିମା କର ଫାଉଣ୍ଡେସନ ପରିଚାଳିତ କୃଷି ଉତ୍କର୍ଷ କେନ୍ଦ୍ର ପରିସରରେ ୭୭ତମ ଜନରାଜ୍ୟ ଦିବସ ପାଳିତ ହୋଇଯାଇଛି । ଫାଉଣ୍ଡେସନ ଅଧ୍ୟକ୍ଷ ତଥା ପୂର୍ବତନ ଆୟକର କମିଶନର ଶ୍ରୀଯୁକ୍ତ ଶୋଭନ କର ଜାତୀୟ ପତାକା ଉତ୍ତୋଳନ କରି କହିଲେ ଆମ ଦେଶ ଭାରତ ବର୍ଷ ରେ ଗଣତନ୍ତ୍ର ଶାସନ ବ୍ୟବସ୍ଥାର ସମ୍ବିଧାନ ୧୯୫୦ ମସିହା ଜାନୁଆରୀ ୨୬ ତାରିଖରୁ ବିଧିବଦ୍ଧ ଭାବେ ପ୍ରଚଳିତ ହେଲା । ସମଗ୍ର ବିଶ୍ଵରେ ସର୍ବ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତର ସମ୍ବିଧାନ ନାଗରିକଙ୍କ ଅଧିକାର ଓ ସୁରକ୍ଷା ପାଇଁ ଯେତିକି ଗୁରୁତ୍ଵ ବହନ କରେ ତତୋଧିକ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ ପ୍ରତି ସଚେତନ ରହିବା ପ୍ରତ୍ୟେକ ନାଗରିକଙ୍କ ଧ୍ୟେୟ ହେବା ଉଚିତ୍ । କୃଷି ଉତ୍କର୍ଷ କେନ୍ଦ୍ର ର କର୍ମକର୍ତ୍ତା, କର୍ମଚାରୀଙ୍କ ସମେତ ଶରତ କର ଓ ଅନିମା କର ଫାଉଣ୍ଡେସନ ତଥା ଶରତ ପ୍ରେମୀ ପରିବାର ପକ୍ଷରୁ ବହୁ ସଦସ୍ୟ, ସ୍ଥାନୀୟ ମାହାଙ୍ଗା ଓ ନିଶ୍ଚିନ୍ତ କୋଇଲି ବ୍ଲକ୍ ଅଧିନସ୍ଥ ବିଭିନ୍ନ ଗ୍ରାମରୁ ଶତାଧିକ ବୟୋଜ୍ୟେଷ୍ଠ ମୂରବୀ, ବୁଦ୍ଧିଜୀବି, ଯୁବା ଛାତ୍ର ଓ ମହିଳା ମାନେ ଯୋଗଦେଇ ଜାତୀୟ ସଙ୍ଗୀତ ଗାନ କରିବା ସହିତ ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଦେଶ ମାତୃକା ତଥା ପୂର୍ବସୁରୀ ମାନଙ୍କ ଜୟ ଧ୍ଵନି ଦେଇଥିଲେ । ଶେଷରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା ।

Nirvik Bureau

Nirvik Bureau

Related Posts

ଶରତ କର ଥିଲେ ଏକ ନମ୍ବର ରାଜନେତା (୬ଷ୍ଠ ଶ୍ରାଦ୍ଧ ବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି)
News

ଶରତ କର ଥିଲେ ଏକ ନମ୍ବର ରାଜନେତା (୬ଷ୍ଠ ଶ୍ରାଦ୍ଧ ବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି)

by Nirvik Bureau
October 13, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୧୩ ଅକ୍ଟୋବର, ୨୦୨୬ ପୂର୍ବତନ ବାଚସ୍ପତି, ସାଂସଦ, ବିଧାୟକ, ମନ୍ତ୍ରୀ ତଥା କବି, ସାହିତ୍ୟିକ, ଓ ଜଗନ୍ନାଥ ସଂସ୍କୃତି ର ଅନ୍ୟତମ ପ୍ରଚାରକ,...

Read more
୬ଷ୍ଠ ଶ୍ରାଦ୍ଧ ବାର୍ଷିକୀରେ ଶରତ କୁମାର କର ଙ୍କୁ ମାହାଙ୍ଗା ବାସୀଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

୬ଷ୍ଠ ଶ୍ରାଦ୍ଧ ବାର୍ଷିକୀରେ ଶରତ କୁମାର କର ଙ୍କୁ ମାହାଙ୍ଗା ବାସୀଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

October 12, 2026
ପ୍ରାଣନାଥ ପଟ୍ଟନାୟକ: ଶୋଷିତ ବର୍ଗର ତ୍ରାଣକର୍ତ୍ତା

ପଲ୍ଲୀ ପ୍ରତିଭା ସାହିତ୍ୟ ସଂସ୍କୃତି ସଂସଦର ୪ର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ।

October 11, 2026
ମାହାଙ୍ଗାରେ ରାଜନେତା ସ୍ବର୍ଗତ ଶରତ କରଙ୍କ ୮୮ ତମ ଜୟନ୍ତୀ ପାଳିତ

ମାହାଙ୍ଗାରେ ରାଜନେତା ସ୍ବର୍ଗତ ଶରତ କରଙ୍କ ୮୮ ତମ ଜୟନ୍ତୀ ପାଳିତ

September 5, 2026
ପଦ୍ମଶ୍ରୀ ରଜତ କର ଙ୍କ ଜୟନ୍ତୀ ସମାରୋହ

ପଦ୍ମଶ୍ରୀ ରଜତ କର ଙ୍କ ଜୟନ୍ତୀ ସମାରୋହ

September 3, 2026
ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି

ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି

May 26, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.