• About
  • Contact
Monday, August 31, 2026
Monday, August 31, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ମାହାଙ୍ଗା, ୨୦ ଫେବୃଆରୀ ୨୦୨୬

ଗତକାଲି ସକାଳ ୧୦ ଘଟିକା ସମୟରେ ଶରତ କର ଓ ଅନିମା କର ଫାଉଣ୍ଡେସନ ଆନୁକୁଲ୍ୟରେ ଫାଉଣ୍ଡେସନ ଅଧ୍ୟକ୍ଷ ତଥା ପ୍ରାକ୍ତନ ଆୟକର ଆୟୁକ୍ତ ଶୋଭନ କରଙ୍କ ଆହ୍ବାନ କ୍ରମେ ବିଂଶ ଶତାବ୍ଦୀରେ ଓଡ଼ିଶାର ସାମାଜିକ କ୍ଷେତ୍ରରେ ସ୍ମରଣୀୟ ପ୍ରବାଦ ପୁରୁଷ, ସମାଜ ସଂସ୍କାରକ ବୈରାଗୀ ଚରଣ ମିଶ୍ର ଙ୍କର ୬୦ ତମ ଶ୍ରାଦ୍ଧବାର୍ଷିକୀ ଉତ୍ସବ ପାଳିତ ହୋଇ ଯାଇଛି । ଏହି ଅବସରରେ ତାଙ୍କର ଜନ୍ମମାଟି ମୂଳବସନ୍ତ ଗ୍ରାମ ପଞ୍ଚାୟତର ଗୁଣୁପୁର ଗ୍ରାମର ଆରାଧ୍ୟ ଦେବୀ “ମାଁ ବରୁଣାଇ” ପଡ଼ିଆ ସ୍ଥିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀରେ ଧୂପ ଦୀପ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସ୍ଥାନୀୟ ଅଞ୍ଚଳର ଗ୍ରାମବାସୀ, ଛାତ୍ର ଛାତ୍ରୀ ଙ୍କ ସମେତ ଶରତ ପ୍ରେମୀ ପରିବାରର ସଦସ୍ୟ ବୃନ୍ଦ ଉପସ୍ଥିତ ରହି ଶ୍ରଦ୍ଧାର୍ଘ୍ୟ ଅର୍ପଣ ପୂର୍ବକ ଉକ୍ତ ପୂଜ୍ୟପୂଜା କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ ।

ଫାଉଣ୍ଡେସନ ତରଫରୁ କୃଷି ଉତ୍କର୍ଷ କେନ୍ଦ୍ରର ସଂଯୋଜକ ଶ୍ରୀ ଶୁଭେନ୍ଦୁ କୁମାର ସାମଲ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶରତ ପ୍ରେମୀ ପରିବାରର ବରିଷ୍ଠ ସଦସ୍ୟ ଶ୍ରୀ ରାମ ଚନ୍ଦ୍ର ମହାପାତ୍ର, ଶ୍ରୀ ପ୍ରଶାନ୍ତ କୁମାର କର ଓ ଶ୍ରୀ କାର୍ତ୍ତିକ ଚନ୍ଦ୍ର ବିହାରୀ ପ୍ରମୁଖ ସହଯୋଗିତା କରିଥିଲେ।

Nirvik Bureau

Nirvik Bureau

Related Posts

ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି
News

ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି

by Nirvik Bureau
May 26, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୨୬ ମଇ ୨୦୨୬ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ଗତକାଲି ୨୫ ତାରିଖ ପୂର୍ବାହ୍ନ ୯ ଘଟିକା ରେ...

Read more
ଶ୍ରୀନିବାସ ସାହୁଙ୍କ ଗଳ୍ପ ସଙ୍କଳନ “କିନ୍ନର” ଉନ୍ମୋଚିତ

ଶ୍ରୀନିବାସ ସାହୁଙ୍କ ଗଳ୍ପ ସଙ୍କଳନ “କିନ୍ନର” ଉନ୍ମୋଚିତ

May 25, 2026
ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ କୃତୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ କୃତୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

May 25, 2026
ବିଶିଷ୍ଟ କବି ଧନେଶ୍ଵର ପାଣିଙ୍କ ୨୮ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ବିଶିଷ୍ଟ କବି ଧନେଶ୍ଵର ପାଣିଙ୍କ ୨୮ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

May 23, 2026
ସ୍ମାର୍ଟ୍ କୃଷି ପ୍ରକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରୁଛି ଶରତ କର ଓ ଅନିମା କର ଫାଉଣ୍ଡେସନ

ସ୍ମାର୍ଟ୍ କୃଷି ପ୍ରକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରୁଛି ଶରତ କର ଓ ଅନିମା କର ଫାଉଣ୍ଡେସନ

May 10, 2026
ବ୍ୟଙ୍ଗ କବି ସ୍ବର୍ଗତ ପ୍ରଭାତ କୁମାର କରଙ୍କ ରଚିତ “ମନ ଗହନର ଭିତିରି କଥା” ପୁସ୍ତକ ଲୋକାର୍ପିତ

ବ୍ୟଙ୍ଗ କବି ସ୍ବର୍ଗତ ପ୍ରଭାତ କୁମାର କରଙ୍କ ରଚିତ “ମନ ଗହନର ଭିତିରି କଥା” ପୁସ୍ତକ ଲୋକାର୍ପିତ

May 9, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.