• About
  • Contact
Sunday, September 6, 2026
Sunday, September 6, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

ମାହାଙ୍ଗାରେ ରାଜନେତା ସ୍ବର୍ଗତ ଶରତ କରଙ୍କ ୮୮ ତମ ଜୟନ୍ତୀ ପାଳିତ

ମାହାଙ୍ଗାରେ ରାଜନେତା ସ୍ବର୍ଗତ ଶରତ କରଙ୍କ ୮୮ ତମ ଜୟନ୍ତୀ ପାଳିତ
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୫ ସେପ୍ଟେମ୍ବର ୨୦୨୬

କୁଆଁପଳ ସ୍ଥିତ ମାହାଙ୍ଗା ବ୍ଲକ୍ ଅଫିସ୍ ସମ୍ମୁଖ ପ୍ରାଙ୍ଗଣରେ ପୂର୍ବତନ ବିଧାୟକ, ମନ୍ତ୍ରୀ, ସାଂସଦ ତଥା ବାଚସ୍ପତି ସ୍ବର୍ଗତ ଶରତ କୁମାର କର ଙ୍କ ୮୮ ତମ ଜୟନ୍ତୀ ସମାରୋହରେ ପାଳିତ ହୋଇ ଯାଇଛି ।

ମାହାଙ୍ଗା ମୈତ୍ରୀ ମଞ୍ଚର ସମ୍ପାଦକ ତଥା “ନିର୍ଭୀକ” ପତ୍ରିକାର ସମ୍ପାଦକ ଶ୍ରୀ ଅବନୀ ଚନ୍ଦ୍ର ଦାସଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଭବ୍ୟ ଜୟନ୍ତୀ ସମାରୋହରେ ଶରତ କର ଓ ଅନିମା କର ଫାଉଣ୍ଡେସନ ର ସହ ଅଧ୍ୟକ୍ଷ ପ୍ରାଧ୍ୟାପକ ସୁମନ କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ବର୍ଗତ ଶରତ କରଙ୍କ ପ୍ରତିମୂର୍ତ୍ତୀ ରେ ମାଲ୍ୟାର୍ପଣ ସହିତ ଶ୍ରଦ୍ଧାଞଳି ବାଢ଼ିଥିଲେ । ଦିବଂଗତ ଜନପ୍ରିୟ ରାଜନେତା ଶରତ କରଙ୍କ ସ୍ମୃତି ଚାରଣ କରି ବହୁ ଶରତ ପ୍ରେମୀ ପରିବାରର ସଦସ୍ୟ ତଥା ବିଶିଷ୍ଟ ମୂରବୀ ବ୍ୟକ୍ତି ଗଣ ବକ୍ତବ୍ୟ ପ୍ରଦାନ କରିଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ସର୍ବଶ୍ରୀ ରାମ ଚନ୍ଦ୍ର ମହାପାତ୍ର, ଡମ୍ବରୁଧର ପରିଡା, ହୃଷୀକେଶ ବେହେରା, ରାମ ଚନ୍ଦ୍ର ସ୍ୱାଇଁ, ରୁଦ୍ର ନାରାୟଣ ସିଂହ, ଅଧିବକ୍ତା ବିକ୍ରମ ସିଂହ, ଅବଦୁଲ କୁଦୁସ, ରାଜ କୁମାର ବେହେରା, ବିଜୟ କୁମାର ପାଣି, ସମସେର ଅଲ୍ଲି, ଧନେଶ୍ଵର ପ୍ରଧାନ, ଅମୂଲ୍ୟ ସ୍ୱାଇଁ, ଅଜିତ୍ କୁମାର ସାହୁ, ଶରତ କୁମାର ସିଂହ, କାର୍ତ୍ତିକ ଚନ୍ଦ୍ର ବିହାରୀ, ଦୀପକ କୁମାର ଦାସ, ବାବୁଲି ପ୍ରଧାନ, ଶାରଦା ପ୍ରସାଦ ରଥ, ସୁନ୍ଦର ରାମ ସାହୁ, ଜ୍ଞାନ ରଞ୍ଜନ ମହାନ୍ତି ଓ ହେମନ୍ତ କୁମାର ମହାନ୍ତିଙ୍କ ସମେତ ଶତାଧିକ ଶରତ ପ୍ରେମୀ ପରିବାର ସଦସ୍ୟ ଯୋଗଦେଇ ଦିବଂଗତ ନେତାଙ୍କ ପ୍ରତି ଶ୍ରଦ୍ଧା ନିବେଦନ କରିଥିଲେ ।
ଶେଷରେ ବିଶିଷ୍ଟ ସଂଗଠକ ଶ୍ରୀ ରାମ ଚନ୍ଦ୍ର ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ ।

Nirvik Bureau

Nirvik Bureau

Related Posts

ପଦ୍ମଶ୍ରୀ ରଜତ କର ଙ୍କ ଜୟନ୍ତୀ ସମାରୋହ
News

ପଦ୍ମଶ୍ରୀ ରଜତ କର ଙ୍କ ଜୟନ୍ତୀ ସମାରୋହ

by Nirvik Bureau
September 3, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୩ ସେପ୍ଟେମ୍ବର ୨୦୨୬ ପଦ୍ମଶ୍ରୀ ରଜତ କର ସ୍ମୃତି ସଂସଦ ଅନୁକୂଲ୍ୟ ରେ ସ୍ଥାନୀୟ ଗୀତ ଗୋବିନ୍ଦ ସଦନ ରେ ଗତକାଲି (୨,...

Read more
ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି

ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି

May 26, 2026
ଶ୍ରୀନିବାସ ସାହୁଙ୍କ ଗଳ୍ପ ସଙ୍କଳନ “କିନ୍ନର” ଉନ୍ମୋଚିତ

ଶ୍ରୀନିବାସ ସାହୁଙ୍କ ଗଳ୍ପ ସଙ୍କଳନ “କିନ୍ନର” ଉନ୍ମୋଚିତ

May 25, 2026
ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ କୃତୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ କୃତୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

May 25, 2026
ବିଶିଷ୍ଟ କବି ଧନେଶ୍ଵର ପାଣିଙ୍କ ୨୮ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ବିଶିଷ୍ଟ କବି ଧନେଶ୍ଵର ପାଣିଙ୍କ ୨୮ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

May 23, 2026
ସ୍ମାର୍ଟ୍ କୃଷି ପ୍ରକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରୁଛି ଶରତ କର ଓ ଅନିମା କର ଫାଉଣ୍ଡେସନ

ସ୍ମାର୍ଟ୍ କୃଷି ପ୍ରକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରୁଛି ଶରତ କର ଓ ଅନିମା କର ଫାଉଣ୍ଡେସନ

May 10, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.