• About
  • Contact
Sunday, October 4, 2026
Sunday, October 4, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home More

ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ଗାନ୍ଧିଜୀ ଙ୍କ ୧୫୮ ଜୟନ୍ତୀ ପାଳିତ ।

ମାହାଙ୍ଗାରେ ମହାତ୍ମା ଗାନ୍ଧୀ ପ୍ରଶିକ୍ଷଣ କକ୍ଷ  ଉଦ୍ଘାଟିତ
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୨ ଅକ୍ଟୋବର, ୨୦୨୬

ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ୧୫୮ ତମ ଜୟନ୍ତୀ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ପାଳିତ ହୋଇ ଯାଇଛି । ମାହାଙ୍ଗା ଅନ୍ତର୍ଗତ କଇଥା – ଚମ୍ପାପୁର ଗାନ୍ଧୀ ଶିକ୍ଷଶ୍ରମ ନିକଟସ୍ଥ ଗାନ୍ଧୀ ଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ପୂଜ୍ୟ ପୂଜାର ଏହି କାର୍ଯ୍ୟକ୍ରମ ପ୍ରତି ବର୍ଷ ପରି ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀ ରେ ଫାଉଣ୍ଡେସନ ର ଅଧ୍ୟକ୍ଷ ଶ୍ରୀ ଶୋଭନ କର ଙ୍କ ପ୍ରତ୍ୟକ୍ଷ ମାର୍ଗ ଦର୍ଶନରେ ଏବଂ ସଂସ୍ଥା କୃଷି ଉତ୍କର୍ଷ କେନ୍ଦ୍ରର ଅନ୍ୟତମ ସଂଯୋଜକ ଶୁଭେନ୍ଦୁ କୁମାର ସାମଲ ଙ୍କ ତତ୍ତ୍ଵାବଧାନ ରେ ବହୁ ସଦସ୍ୟ ସ୍ଥାନୀୟ ଲୋକେ ରାମ ଚନ୍ଦ୍ର ମହାପାତ୍ର, କାର୍ତ୍ତିକ ଚନ୍ଦ୍ର ବିହାରୀ,ସମ୍ ଶେର ଅଲ୍ଲି, ଡମ୍ବରୁଧର ପରିଡା , ଜ୍ଞାନ ରଞ୍ଜନ ମହାନ୍ତି, ହେମନ୍ତ କୁମାର ମହାନ୍ତି , ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ସ୍ୱାଇଁ ଓ ସରୋଜ ବନ୍ଧୁ ଦାସ ଙ୍କ ସମେତ ସ୍ଥାନୀୟ ଛାତ୍ରଛାତ୍ରୀ ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ନିକଟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Nirvik Bureau

Nirvik Bureau

Related Posts

ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ଗାନ୍ଧିଜୀ ଙ୍କ ୧୫୮ ଜୟନ୍ତୀ ପାଳିତ ।
More

ମାହାଙ୍ଗାରେ ମହାତ୍ମା ଗାନ୍ଧୀ ପ୍ରଶିକ୍ଷଣ କକ୍ଷ ଉଦ୍ଘାଟିତ

by Nirvik Bureau
October 2, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ମାହାଙ୍ଗା, ୨ ଅକ୍ଟୋବର ୨୦୨୬ ଶରତ କର ଓ ଅନିମା କର ଫାଉଣ୍ଡେସନର ବନ୍ତଳା (ମାହାଙ୍ଗା) ସ୍ଥିତ କୃଷି ଉତ୍କର୍ଷ କେନ୍ଦ୍ର ପରିସରରେ...

Read more
ଅନନ୍ତ ବ୍ରତ ମହିମା

ଅନନ୍ତ ବ୍ରତ ମହିମା

September 25, 2026
ଆମେ ପାଉଡି ଭୂୟାଁ (ଭାଗ ୧୮)

ଆମେ ପାଉଡି ଭୂୟାଁ (ଭାଗ ୭୯)

September 17, 2026
Dhanada’s Discourse: The Day AI Started Doing the Work  – The Opportunity and Pitfalls of Agentic AI

Dhanada’s Discourse: The Day AI Started Doing the Work – The Opportunity and Pitfalls of Agentic AI

September 9, 2026
Vipul’s Voice:What is Spirituality?

Vipul’s Voice:
What is Spirituality?

August 19, 2026
ଆମେ ପାଉଡି ଭୂୟାଁ (ଭାଗ ୧୮)

ଆମେ ପାଉଡି ଭୂୟାଁ (ଭାଗ ୭୮)

August 14, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.