• About
  • Contact
Thursday, March 12, 2026
Thursday, March 12, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ସ୍ମୃତି କେବେ

ସ୍ମୃତି କେବେ
Share on FacebookShare on Xshare on Whatsappshare on Linkedin
ସସ୍ମିତା ପଣ୍ଡା, କଟକ, ୨୫ ନଭେମ୍ବର ୨୦୨୨

ଫୁଲର ଫଗୁଣ କେବେ
ଲୁହର ଶ୍ରାବଣ ।

ମାୟା ମରିଚୀକା କେବେ
ଅବୁଝା ଜୀବନ ।।

ଭିଜା ଭିଜା ଜୋତ୍ସ୍ନା କେବେ
ଅଳସୀ ରାତିରେ ।

ବିରହ ବିପଣି କେବେ
ମନର ମନ୍ଦିରେ ।।

ନୀରବ ତୃଷ୍ଣାର କେବେ
ଅୟୂତ ସପନ ।

ସାଇତା ମନର କେବେ
ଅକୁହା କାରଣ ।।

ଶୀତୁଆ ରାତିର କେବେ
ଗଭୀର ପରଶ ।

ମନ ବୈଶାଖରେ କେବେ
ତୃଷ୍ଣାର ଆଶ୍ଳେଷ ।।

କଲମ କାଳିର କେବେ
ଇତିର ପ୍ରଣତି ।।

ଅପରୂପା ଜହ୍ନ କେବେ
ଅଧାଲେଖା ଗୀତି ।।

ସସ୍ମିତା ପଣ୍ଡା

ସସ୍ମିତା ପଣ୍ଡା

ବିଶିଷ୍ଟ କବି, କଟିକଟା, କଟକ, ଦୂରଭାଷ ନଂ ୯୪୩୮୮୫୬୭୮୪

Related Posts

ଶାସ୍ତ୍ରୀୟ ମୋ ଭାଷା
Literature

ଶାସ୍ତ୍ରୀୟ ମୋ ଭାଷା

by ଦେବେନ୍ଦ୍ର କୁମାର ସାହୁ
March 11, 2026

ଦେବେନ୍ଦ୍ର କୁମାର ସାହୁ, ନିଶ୍ଚିନ୍ତକୋଇଲି, ୧୧ ମାର୍ଚ୍ଚ ୨୦୨୬ ଦାରୁ ଏଠି ବ୍ରହ୍ମ ପୁଣି ଶବ୍ଦ ଏଠି ବ୍ରହ୍ମ ଜାତି କହେ ଅନ୍ନ ବ୍ରହ୍ମ ପବନ ବି...

Read more
ମୁଁ କାହିଁକି ଲେଖେ (ଭାଗ ୬୩)

ମୁଁ କାହିଁକି ଲେଖେ (ଭାଗ ୬୩)

March 11, 2026
ଯୁଦ୍ଧ ସରୁ ବୋଲି କହନ୍ତିନି କେହି

ଯୁଦ୍ଧ ସରୁ ବୋଲି କହନ୍ତିନି କେହି

March 10, 2026
ଗୋଧୂଳି

ଗୋଧୂଳି

March 9, 2026
ମୁଁ ଅଜ୍ଞାତ ଚିରକାଳ (ଭାଗ ୬୨)

ମୁଁ ଅଜ୍ଞାତ ଚିରକାଳ (ଭାଗ ୬୨)

March 4, 2026
ଭାଇଚାରା ର ରଙ୍ଗ

ଭାଇଚାରା ର ରଙ୍ଗ

March 4, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.