• About
  • Contact
Monday, March 2, 2026
Monday, March 2, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ପ୍ରବାହ ସମୟ

ପ୍ରବାହ ସମୟ
Share on FacebookShare on Xshare on Whatsappshare on Linkedin
ମାନସ ରଞ୍ଜନ ମହାପାତ୍ର, ପୁରୀ, ୩୦ ଡିସେମ୍ବର ୨୦୨୨

କେଉଁଠି ଥିଲେ ଏତେ କବିତା
ଏତେ ବର୍ଷ
ହେଉନଥିଲେ ପଢ଼ି
ଏବେ ପଢ଼ିବା ଆରମ୍ଭ କଲି ତ
ଜଣାଗଲା
ସମୟ ଯାଇଛି ଗଡ଼ି

ଏ ଭିତରେ ହଜିଗଲେ
କେତେ ପ୍ରିୟ ପ୍ରିୟତମ
ହଜିଯାଇଛି ତାଙ୍କ ଠିକଣା
ବହୁ ଜଣା ଅଜଣା ଆତତାୟୀଙ୍କ ଆଘାତରେ
ଏବେ ମୁଁ ଭୁଲୁଣ୍ଠିତ

ଏତେ ଗୁଡେ କବିତା
କେଉଁଠି ଥିଲେ ଏତେ ବର୍ଷ
ଖରା ବର୍ଷା ଶୀତ ସହି
କେଉଁ ଜଙ୍ଗଲରେ !

ଏବେ ପଢ଼ିବା ଆରମ୍ଭ କରିଛି ମୁଁ
ଶେଷ କେବେ ହେବ, ଦେଖ !

ମାନସ ରଞ୍ଜନ ମହାପାତ୍ର ଜଣେ ବିଶିଷ୍ଟ ସାହିତ୍ୟିକ, ରାଷ୍ଟ୍ରୀୟ ପୁସ୍ତକ ଟ୍ରଷ୍ଟର ପୁର୍ବତନ ସମ୍ପାଦକ ଏବଂ ଜାତୀୟ ଶିଶୁ ସାହିତ୍ୟ କେନ୍ଦ୍ରର ମୁଖ୍ୟ । ଦୂରଭାଷ ନଂ ୯୮୯୧୯୪୬୧୭୮
Manas Ranjan Mahapatra

Manas Ranjan Mahapatra

Former Editor, National Book Trust and Head of National Children's Literature

Related Posts

କୈଳାଶ ରାୟ: ଏକ କାହାଣୀ (ଭାଗ ୬୧)
Literature

କୈଳାଶ ରାୟ: ଏକ କାହାଣୀ (ଭାଗ ୬୧)

by Manas Ranjan Mahapatra
February 24, 2026

ମାନସ ରଞ୍ଜନ ମହାପାତ୍ର, ପୁରୀ, ୨୪ ଫେବୃଆରୀ ୨୦୨୬ କୈଳାଶ ଭାଇ ଚାଲିଗଲେ। ମୋଠୁ ଆଠବର୍ଷ ବଡ଼ ହେବେ। ଦେହ ଦୁଇବର୍ଷ ହେଲା ଭଲ ନ ଥିଲା।...

Read more
ସତରେ ଏମିତି ହୁଅନ୍ତା କି – ୨୪

ସତରେ ଏମିତି ହୁଅନ୍ତା କି – ୨୪

February 23, 2026
ମା’ର ଭାଷା ମୋର ପ୍ରିୟ

ମା’ର ଭାଷା ମୋର ପ୍ରିୟ

February 21, 2026
ଅସାମାନ୍ଯ ଯୁଧୂଷ୍ଠିର

ଅସାମାନ୍ଯ ଯୁଧୂଷ୍ଠିର

February 18, 2026
ଓଦା

ଓଦା

February 16, 2026
ଅନୁଭୂତି ପାଠ

ଅନୁଭୂତି ପାଠ

February 15, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.