• About
  • Contact
Friday, March 13, 2026
Friday, March 13, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ତୁମ ଗାଁ ନଈପଠା

ତୁମ ଗାଁ ନଈପଠା
Share on FacebookShare on Xshare on Whatsappshare on Linkedin
ଡକ୍ଟର ମନୋରମା ବିଶ୍ୱାଳ ମହାପାତ୍ର, ଭୁବନେଶ୍ୱର, ୨୨ ଅକ୍ଟୋବର ୨୦୨୩

ତୁମ ଗାଁ ନଈପଠା
କାଶତଣ୍ଡୀ ଫୁଲର ନଅର
ସାଳନ୍ଦୀ ନାମକ ସେହି ଟିକିଝିଅ
ଯା’ ପାଦରେ ଢେଉର ନୁପୂର।
ନୁପୂରର ରୁଣୁଝୁଣୁ ଆକାଶରେ ଗୀତର ଆସର
ସେ ଗୀତରେ ବାଜୁଥାଏ ସ୍ଵରଲିପି
ରାଗ ବାଗେଶ୍ରୀର।

ଛଳଛଳ କବିତାର ଜହ୍ନରାତି
ଲେଖିହୋଇ ଯାଇଥାଏ
ଝିଅ ଚୁନେରୀରେ
କଂଚନଫୁଲ ଦେହେ
ରେଣୁ ରେଣୁ ସୁଗନ୍ଧ ଭିତରେ
ସପନର ନୀଳଢ଼େଉ
ସ୍ମୃତିର ସମ୍ଭାର
ତୁମ ଗାଁ ନଈପଠା କାଶତଣ୍ଡୀ ଫୁଲର ନଅର ।

ମନୋରମା ବିଶ୍ଵାଳ ମହାପାତ୍ର

ମନୋରମା ବିଶ୍ଵାଳ ମହାପାତ୍ର

ଡକ୍ଟର ମନୋରମା ବିଶ୍ଵାଳ ମହାପାତ୍ର ଓଡ଼ିଶା ଏବଂ ଭାରତର ଜଣେ ସୁପରିଚିତ ଓ ସୁନାମଧନ୍ୟ କବି।
ଫୋନ୍ - ୯୪୩୭୦୧୧୦୦୩

Related Posts

ଶାସ୍ତ୍ରୀୟ ମୋ ଭାଷା
Literature

ଶାସ୍ତ୍ରୀୟ ମୋ ଭାଷା

by ଦେବେନ୍ଦ୍ର କୁମାର ସାହୁ
March 11, 2026

ଦେବେନ୍ଦ୍ର କୁମାର ସାହୁ, ନିଶ୍ଚିନ୍ତକୋଇଲି, ୧୧ ମାର୍ଚ୍ଚ ୨୦୨୬ ଦାରୁ ଏଠି ବ୍ରହ୍ମ ପୁଣି ଶବ୍ଦ ଏଠି ବ୍ରହ୍ମ ଜାତି କହେ ଅନ୍ନ ବ୍ରହ୍ମ ପବନ ବି...

Read more
ମୁଁ କାହିଁକି ଲେଖେ (ଭାଗ ୬୩)

ମୁଁ କାହିଁକି ଲେଖେ (ଭାଗ ୬୩)

March 11, 2026
ଯୁଦ୍ଧ ସରୁ ବୋଲି କହନ୍ତିନି କେହି

ଯୁଦ୍ଧ ସରୁ ବୋଲି କହନ୍ତିନି କେହି

March 10, 2026
ଗୋଧୂଳି

ଗୋଧୂଳି

March 9, 2026
ମୁଁ ଅଜ୍ଞାତ ଚିରକାଳ (ଭାଗ ୬୨)

ମୁଁ ଅଜ୍ଞାତ ଚିରକାଳ (ଭାଗ ୬୨)

March 4, 2026
ଭାଇଚାରା ର ରଙ୍ଗ

ଭାଇଚାରା ର ରଙ୍ଗ

March 4, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.