• About
  • Contact
Sunday, December 7, 2025
Sunday, December 7, 2025
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ଆରୋହ ଓ ଅବରୋହ ଅନ୍ତରା ଭିତରେ

ଆରୋହ ଓ ଅବରୋହ ଅନ୍ତରା ଭିତରେ
Share on FacebookShare on Xshare on Whatsappshare on Linkedin
ଡକ୍ଟର ମନୋରମା ବିଶ୍ୱାଳ ମହାପାତ୍ର, ଭୁବନେଶ୍ୱର, ୨ ଜୁନ୍ ୨୦୨୩

ଚିତ୍ରମୟ ପିଲାଦିନ ସ୍କୁଲଦିନ
ସବୁ ଲେଖିଗଲି ଆଜି
ସାଳନ୍ଦୀ ବାଲିରେ ।

କୁଳୁକୁଳୁ ନଈକୂଳ
କାଶତଣ୍ଡି ଫୁଲର ସମ୍ଭାର
ଆରୋହ ଓ ଅବରୋହ
ଅନ୍ତରା ଭିତରେ ।

କବିତା କବିତା ମନେ ହେଉଥିବା
ଛାତି ତଳେ ବହି ଯାଉଥିବା
ସୁବାସିତ ନଈ
ମେଘମୟ ମୁହୂର୍ତ୍ତରେ
ପ୍ରଥମ ବର୍ଷାରେ
ମୋ ଭିତରେ ଯାଇଛି ଯେ
ଏକାକାର ହୋଇ ।

ମନୋରମା ବିଶ୍ଵାଳ ମହାପାତ୍ର

ମନୋରମା ବିଶ୍ଵାଳ ମହାପାତ୍ର

ଡକ୍ଟର ମନୋରମା ବିଶ୍ଵାଳ ମହାପାତ୍ର ଓଡ଼ିଶା ଏବଂ ଭାରତର ଜଣେ ସୁପରିଚିତ ଓ ସୁନାମଧନ୍ୟ କବି।
ଫୋନ୍ - ୯୪୩୭୦୧୧୦୦୩

Related Posts

ଦୀପ ରୁଖାରୁ ସ୍ବର୍ଗ ଦି’ ଆଙ୍ଗୁଳି
Literature

ଦୀପ ରୁଖାରୁ ସ୍ବର୍ଗ ଦି’ ଆଙ୍ଗୁଳି

by ଅବନୀ ଚନ୍ଦ୍ର ଦାସ
December 3, 2025

ଅବନୀ ଚନ୍ଦ୍ର ଦାସ, ଭୁବନେଶ୍ୱର, ୩ ଡିସେମ୍ବର ୨୦୨୫ ଏହି ପ୍ରବାଦଟି କାହିଁ କେତେଦିନରୁ ଆମ ସମାଜରେ ପ୍ରଚଳିତ ହୋଇ ଆସୁଛି, ତାର ହିସାବ କିଏ ରଖିଛି...

Read more
କିଛି କଥା – ୩

କିଛି କଥା – ୩

December 2, 2025
ଭୁବନେଶ୍ୱର  ବଦଳି (ଭାଗ ୫୨)

ଭୁବନେଶ୍ୱର ବଦଳି (ଭାଗ ୫୨)

December 1, 2025
Of Love And Peace

Of Love And Peace

November 29, 2025
କିଛି କଥା

କିଛି କଥା-୨

November 25, 2025
’କା’ର କଳାକାର (ଭାଗ ୫୧)

’କା’ର କଳାକାର (ଭାଗ ୫୧)

November 25, 2025
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.