• About
  • Contact
Saturday, July 12, 2025
Saturday, July 12, 2025
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ବରଷା ଆସିଲେ

ଶ୍ରୀମନ୍ଦିର କଳ୍ପବଟ ତଳେ
Share on FacebookShare on Xshare on Whatsappshare on Linkedin
ଡକ୍ଟର ମନୋରମା ବିଶ୍ୱାଳ ମହାପାତ୍ର, ଭୁବନେଶ୍ୱର, ୧୪ ଜୁଲାଇ ୨୦୨୪

ବରଷା ଆସିଲେ ଭିତରେ ଭିତରେ
କୋରକିତ ଯାଏ ହୋଇ
ବରଷା ଆସିଲେ ଲୁହ ଧାରଟିଏ
ଝରିଯାଏ ଆଖି ଦେଇ।

ଲୁହ ଭିଜା ଏକ ଧାରା ଶ୍ରାବଣ ମୁଁ
କାହାକୁ ତ କହିନାହିଁ
ବନ ପୋଡ଼ିଗଲେ ସଭିଏଁ ଜାଣନ୍ତି
ମନ କଥା ଯାଏ ରହି ।

ବରଷା ଆସିଲେ ଭିତରେ ଭିତରେ
ସବୁଜିମା ଯାଏ ଛାଇ
ସେଇ ସବୁଜିମା ଲୁହ ଧାର ହୋଇ
ଆଖିବାଟେ ଯାଏ ବହି।

ମନୋରମା ବିଶ୍ଵାଳ ମହାପାତ୍ର

ମନୋରମା ବିଶ୍ଵାଳ ମହାପାତ୍ର

ଡକ୍ଟର ମନୋରମା ବିଶ୍ଵାଳ ମହାପାତ୍ର ଓଡ଼ିଶା ଏବଂ ଭାରତର ଜଣେ ସୁପରିଚିତ ଓ ସୁନାମଧନ୍ୟ କବି।
ଫୋନ୍ - ୯୪୩୭୦୧୧୦୦୩

Related Posts

ମୁସାଫେର
Literature

ମୁସାଫେର

by ପ୍ରଭୁକଲ୍ୟାଣ ମହାପାତ୍ର
July 8, 2025

ପ୍ରଭୁକଲ୍ୟାଣ ମହାପାତ୍ର, ଭୁବନେଶ୍ୱର, ୮ ଜୁଲାଇ ୨୦୨୫ ଆମକୁ ଯିବାକୁ ହେବ ତ ଦିନେ ଅଫେରା ରାଜ୍ୟକୁ ଆଗ ପଛ ହୋଇ, ତଥାପି ମଣିଷ ବିକଳ କିଆଁ...

Read more
ସତରେ ଏମିତି ହୁଅନ୍ତା କି-୧୭

ସତରେ ଏମିତି ହୁଅନ୍ତା କି-୧୭

July 7, 2025
ଶେଷ ବସନ୍ତର ଚିଠି (ଭାଗ ୩୩)

ଶେଷ ବସନ୍ତର ଚିଠି (ଭାଗ ୩୩)

July 7, 2025
ଶ୍ରୀକ୍ଷେତ୍ର ରଥଯାତ୍ରାର ଶ୍ରେଷ୍ଠ ବାର୍ତ୍ତା

ଶ୍ରୀକ୍ଷେତ୍ର ରଥଯାତ୍ରାର ଶ୍ରେଷ୍ଠ ବାର୍ତ୍ତା

July 5, 2025
ଅନୁରାଧା

ଅନୁରାଧା

July 2, 2025
ସାଗର

ସାଗର

July 1, 2025
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.