• About
  • Contact
Friday, October 16, 2026
Friday, October 16, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ମହକ

ମହକ
Share on FacebookShare on Xshare on Whatsappshare on Linkedin
ପ୍ରଭୁକଲ୍ୟାଣ ମହାପାତ୍ର, ଭୁବନେଶ୍ୱର, ୨୫ ମାର୍ଚ୍ଚ ୨୦୨୫

ପାଇବାର ସୁଖ ଠାରୁ
ନପାଇବା ଦୁଃଖ ଦିଏ ଜ୍ଵଳନ ଅଧିକ,
ନିତି ଦେଖା ଚାହାଁ ନୁହେଁ
ଚୋରା ପୀରତିରେ ଥାଏ ଅପାର ପୁଲକ ।।୧।।

ସହରର ଗୋରୀ ଠାରୁ
ଗାଆଁ କାଳୀ ଝିଅ ପରା ଅଧିକ ଛଟକ,
ଶ୍ୟାମଳୀ ତରୁଣୀ ସାଜେ
ପ୍ରେମିକ ନୀଳ ଆଖିର ଅମୂଲ୍ୟ ମାଣିକ ।।୨।।

ଦିନର ଆଲୋକ ଠାରୁ
ରାତିର ଘନ ଅନ୍ଧାର ଅଧିକ କୁହୁକ,
ହୃଦୟେ ରୋମାଞ୍ଚ ଭରେ
ପ୍ରେମିକା କବରୀର ମହମହ ମହକ ।।୩।।

ପ୍ରଭୁକଲ୍ୟାଣ ମହାପାତ୍ର

ପ୍ରଭୁକଲ୍ୟାଣ ମହାପାତ୍ର

ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର
ମୋବାଇଲ : ୯୯୩୭୭୧୧୩୮୯

Related Posts

ଆମେ ପାଉଡି ଭୂୟାଁ (ଭାଗ ୧୮)
Literature

ଆମେ ପାଉଡି ଭୂୟାଁ (ଭାଗ ୮୦)

by ଭବେଶ ଚନ୍ଦ୍ର କର
October 15, 2026

ଭବେଶ ଚନ୍ଦ୍ର କର, କେନ୍ଦୁଝର, ୧୫ ଅକ୍ଟୋବର, ୨୦୨୬ ସେଦିନ ମୋ ଶାଶୁଘର ଗାଆଁ ତଳବରଡା ଚଳଚଞ୍ଚଳ ଥିଲା । ପିଲାଠାରୁ ବୁଢା ସଭିଏଁ କାମରେ ବ୍ୟସ୍ତ...

Read more
ଚିହ୍ନ

ଚିହ୍ନ

October 13, 2026
ନିଆରା ମଣିଷ : ଶରତ ବାବୁ

ନିଆରା ମଣିଷ : ଶରତ ବାବୁ

October 12, 2026
ଅଦ୍ବିତୀୟ ଶରତ

ଅଦ୍ବିତୀୟ ଶରତ

October 12, 2026
ଉତ୍କଳ ମଣି ଗୋପବନ୍ଧୁ ଦାସ

ଉତ୍କଳ ମଣି ଗୋପବନ୍ଧୁ ଦାସ

October 9, 2026
ଚାକିରି

ଚାକିରି

October 6, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.