• About
  • Contact
Wednesday, July 15, 2026
Wednesday, July 15, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ସରଗ ରାଇଜ ବୁଲି

ସରଗ ରାଇଜ ବୁଲି
Share on FacebookShare on Xshare on Whatsappshare on Linkedin
ଭକ୍ତ ଚରଣ ସାହୁ, ଯାଜପୁର, ୧୨ ମଇ ୨୦୨୩

ଏତେ ଦିନ ଧରି
ରହିଲେ ଯେଉଁଠି
ସେହି ଦୁନିଆଁକୁ ଭୁଲି ।
ବିନା ଶରୀରରେ
ଯିବା ସବୁ ଦିନେ
ସରଗ ରାଇଜ ବୁଲି ।।
କରିଥିଲେ ଭଲ କାମ ।
ବିଭୁ ପଦ ଧ୍ୟାୟୀ
ରହିବା ବୈକୁଣ୍ଠେ
ନ ଫେରି ମରତ ଧାମ ।।

ଏ ପୁରରେ ଥାଇ
ଅସତ କର୍ମରେ
ହୋଇଥିବା ଯଦି ଛନ୍ଦି ।
ସେ ପୁରକୁ ଗଲେ
ଯମ ରାଜା ନିଶ୍ଚେ
ତା’ ପୁରେ କରିବ ବନ୍ଦୀ ।।
ବିଚାର ବିମର୍ଷ ପରେ ।
ଦଣ୍ଡ ଭୋଗିବାକୁ
ପୁଉଣି ଫେରିବା
ଆମ ଏ ମରତ ପୁରେ ।।

ଭକ୍ତ ଚରଣ ସାହୁ

ଭକ୍ତ ଚରଣ ସାହୁ

ଭକ୍ତ ଚରଣ ସାହୁ, ସଭାପତି, ମାହାଙ୍ଗା-ବଡ଼ଚଣା, ସାହିତ୍ୟ ଓ ସଂସ୍କୃତି ପରିଷଦ, ବାଲିଚନ୍ଦ୍ରପୁର, ଯାଜପୁର, ଓଡ଼ିଶା
ଦୂରଭାଷ ନଂ ୯୪୩୭୨୭୬୬୩୩

Related Posts

ନିର୍ବାଚନ ପୂର୍ବ, ରାତି
Literature

ନିର୍ବାଚନ ପୂର୍ବ, ରାତି

by ଜୟ କୁମାର ମିଶ୍ର
July 11, 2026

ଜୟ କୁମାର ମିଶ୍ର, ଗଜପତି, ୧୧ ଜୁଲାଇ ୨୦୨୬ ପାହିଗଲେ ରାତି, ଅପେକ୍ଷାର ଇତି ନିର୍ବାଚନ ମତ ଦାନ, କେତେ ହଟାପାଟି, ହେବେ ପିଟା ପିଟି ମିଛ...

Read more
କେମିତିକା ଯୁଗ ଇଏରେ

କେମିତିକା ଯୁଗ ଇଏରେ

July 4, 2026
ଜୟ ସମଦୃଷ୍ଟିଦିଆ ଶ୍ରୀଜଗନ୍ନାଥ!

ଜୟ ସମଦୃଷ୍ଟିଦିଆ ଶ୍ରୀଜଗନ୍ନାଥ!

July 3, 2026
ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନ ଯାତ୍ରା

ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନ ଯାତ୍ରା

June 29, 2026
ଗାଆଁ ଟାଉଟର

ଗାଆଁ ଟାଉଟର

June 22, 2026
ଦେଖଣା ସୁନ୍ଦର, କଖାରୁ ବଡ଼ି

ଦେଖଣା ସୁନ୍ଦର, କଖାରୁ ବଡ଼ି

June 15, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.