• About
  • Contact
Tuesday, April 14, 2026
Tuesday, April 14, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ସାତଟି ଜନମ ସାତଟି ମରଣ ପରେ

ସାତଟି ଜନମ ସାତଟି ମରଣ ପରେ
Share on FacebookShare on Xshare on Whatsappshare on Linkedin
ଡକ୍ଟର ମନୋରମା ବିଶ୍ୱାଳ ମହାପାତ୍ର, ଭୁବନେଶ୍ୱର, ୧୫ ଅକ୍ଟୋବର ୨୦୨୩

ସାତଟି ଜନମ ସାତଟି ମରଣ ପରେ
ପ୍ରତିଟି ପ୍ରଭାତ ଫିଟି ଆସେ ଯେବେ
ସୁଗନ୍ଧିତ ଭାବନାରେ
ପ୍ରତିଟି ଗୋଧୂଳି ଲିଭି ଲିଭି ଆସେ
ଗାୟତ୍ରୀର ଛନ୍ଦରେ ।୧।

ମୁଁ ସେଇ ଛନ୍ଦର ସ୍ଵର
ଯେଉଁ ଛନ୍ଦରେ ମୁଦ୍ରିତ ହୁଏ
ଗାଥାଟିଏ ପ୍ରଣବର ।୨।

ପ୍ରତି ଉଷାରେ ମୁଁ ଅନୁଷ୍ଟୁପର
ମଧୁଝରା ଝଙ୍କାର
ନୀଳ ନୀଳିମାରେ ହଜି ଯାଉଥିବା
ଦୂର ବଳାକାର ସ୍ୱର ।

ମନୋରମା ବିଶ୍ଵାଳ ମହାପାତ୍ର

ମନୋରମା ବିଶ୍ଵାଳ ମହାପାତ୍ର

ଡକ୍ଟର ମନୋରମା ବିଶ୍ଵାଳ ମହାପାତ୍ର ଓଡ଼ିଶା ଏବଂ ଭାରତର ଜଣେ ସୁପରିଚିତ ଓ ସୁନାମଧନ୍ୟ କବି।
ଫୋନ୍ - ୯୪୩୭୦୧୧୦୦୩

Related Posts

ମହା ବିଷୁବ ସଂକ୍ରାନ୍ତି
Literature

ମହା ବିଷୁବ ସଂକ୍ରାନ୍ତି

by ଦେବେନ୍ଦ୍ର କୁମାର ସାହୁ
April 14, 2026

ଦେବେନ୍ଦ୍ର କୁମାର ସାହୁ, ନିଶ୍ଚିନ୍ତକୋଇଲି, ୧୪ ଅପ୍ରେଲ ୨୦୨୬ ତୁମେ ଓଡ଼ିଆ ର ଆରାଧ୍ୟ ପ୍ରଭୁହେ ତୁମେ ଓଡ଼ିଆ ର କର୍ମ ଧର୍ମ ତୁମେ ଓଡ଼ିଆ ର...

Read more
ଗାଆଁର ବିକାଶ, କରୁଛି ହତାଶ

ଗାଆଁର ବିକାଶ, କରୁଛି ହତାଶ

April 11, 2026
A Dying Ember

A Dying Ember

April 4, 2026
ମୋ ରାଇଜ ଓଡ଼ିଶା

ମୋ ରାଇଜ ଓଡ଼ିଶା

April 1, 2026
ଜୟ ଶ୍ରୀରାମ

ଜୟ ଶ୍ରୀରାମ

March 27, 2026
ଶେଷ ସଂଳାପ (ଭାଗ ୬୪)

ଶେଷ ସଂଳାପ (ଭାଗ ୬୪)

March 24, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.