• About
  • Contact
Wednesday, July 15, 2026
Wednesday, July 15, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ଶୂନ୍ୟତା ଗୋଧୂଳିର

ଶୂନ୍ୟତା ଗୋଧୂଳିର
Share on FacebookShare on Xshare on Whatsappshare on Linkedin
ଡକ୍ଟର ମନୋରମା ବିଶ୍ୱାଳ ମହାପାତ୍ର, ଭୁବନେଶ୍ୱର, ୨୦ ଅଗଷ୍ଟ ୨୦୨୩

ବନହଂସୀର ଆଖିରେ ଆଜି ବି
ସପନର ନୀଳ ଢ଼େଉ ଶୂନ୍ୟତା ଗୋଧୂଳିର
ସେ ନୀଳ ଢେଉରେ ପାରଦର ଗାର
ଘନ କୁହୁଡ଼ିର ସ୍ୱର।୧।

ନୀଳ ନକ୍ଷତ୍ର ଛୁଇଁ ଦେଇଯାଏ
କଂପନ ହୃଦୟର
ଅସ୍ତରାଗର ଆକାଶରେ ଉଡ଼େ
ଅନେକ ଶଂଖ ଚିଲ।୨।

ଶିଶିର କୋମଳ ମନରେ ଆଜି ତା
ନିଃଶବ୍ଦ ପଦ ପାତ
ଝଲମଲ ପ୍ରଣୟର
ସାତ ସମୁଦ୍ରର ଶୋଷ ତା ମନରେ
ପଦ୍ମକେଶର ମଣି ସ୍ଵପ୍ନରେ
ବିଭୋର ତା ମନ ପ୍ରାଣ ।୩।

ବନହଂସୀର ଆଖିରେ ଆଜି ବି
ସପନର ନୀଳ ଢ଼େଉ ଶୂନ୍ୟତା ଗୋଧୂଳିର…

ମନୋରମା ବିଶ୍ଵାଳ ମହାପାତ୍ର

ମନୋରମା ବିଶ୍ଵାଳ ମହାପାତ୍ର

ଡକ୍ଟର ମନୋରମା ବିଶ୍ଵାଳ ମହାପାତ୍ର ଓଡ଼ିଶା ଏବଂ ଭାରତର ଜଣେ ସୁପରିଚିତ ଓ ସୁନାମଧନ୍ୟ କବି।
ଫୋନ୍ - ୯୪୩୭୦୧୧୦୦୩

Related Posts

ନିର୍ବାଚନ ପୂର୍ବ, ରାତି
Literature

ନିର୍ବାଚନ ପୂର୍ବ, ରାତି

by ଜୟ କୁମାର ମିଶ୍ର
July 11, 2026

ଜୟ କୁମାର ମିଶ୍ର, ଗଜପତି, ୧୧ ଜୁଲାଇ ୨୦୨୬ ପାହିଗଲେ ରାତି, ଅପେକ୍ଷାର ଇତି ନିର୍ବାଚନ ମତ ଦାନ, କେତେ ହଟାପାଟି, ହେବେ ପିଟା ପିଟି ମିଛ...

Read more
କେମିତିକା ଯୁଗ ଇଏରେ

କେମିତିକା ଯୁଗ ଇଏରେ

July 4, 2026
ଜୟ ସମଦୃଷ୍ଟିଦିଆ ଶ୍ରୀଜଗନ୍ନାଥ!

ଜୟ ସମଦୃଷ୍ଟିଦିଆ ଶ୍ରୀଜଗନ୍ନାଥ!

July 3, 2026
ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନ ଯାତ୍ରା

ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନ ଯାତ୍ରା

June 29, 2026
ଗାଆଁ ଟାଉଟର

ଗାଆଁ ଟାଉଟର

June 22, 2026
ଦେଖଣା ସୁନ୍ଦର, କଖାରୁ ବଡ଼ି

ଦେଖଣା ସୁନ୍ଦର, କଖାରୁ ବଡ଼ି

June 15, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.