• About
  • Contact
Saturday, July 12, 2025
Saturday, July 12, 2025
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home Literature

ତୁମ ଗାଁ ନଈପଠା

ତୁମ ଗାଁ ନଈପଠା
Share on FacebookShare on Xshare on Whatsappshare on Linkedin
ଡକ୍ଟର ମନୋରମା ବିଶ୍ୱାଳ ମହାପାତ୍ର, ଭୁବନେଶ୍ୱର, ୨୨ ଅକ୍ଟୋବର ୨୦୨୩

ତୁମ ଗାଁ ନଈପଠା
କାଶତଣ୍ଡୀ ଫୁଲର ନଅର
ସାଳନ୍ଦୀ ନାମକ ସେହି ଟିକିଝିଅ
ଯା’ ପାଦରେ ଢେଉର ନୁପୂର।
ନୁପୂରର ରୁଣୁଝୁଣୁ ଆକାଶରେ ଗୀତର ଆସର
ସେ ଗୀତରେ ବାଜୁଥାଏ ସ୍ଵରଲିପି
ରାଗ ବାଗେଶ୍ରୀର।

ଛଳଛଳ କବିତାର ଜହ୍ନରାତି
ଲେଖିହୋଇ ଯାଇଥାଏ
ଝିଅ ଚୁନେରୀରେ
କଂଚନଫୁଲ ଦେହେ
ରେଣୁ ରେଣୁ ସୁଗନ୍ଧ ଭିତରେ
ସପନର ନୀଳଢ଼େଉ
ସ୍ମୃତିର ସମ୍ଭାର
ତୁମ ଗାଁ ନଈପଠା କାଶତଣ୍ଡୀ ଫୁଲର ନଅର ।

ମନୋରମା ବିଶ୍ଵାଳ ମହାପାତ୍ର

ମନୋରମା ବିଶ୍ଵାଳ ମହାପାତ୍ର

ଡକ୍ଟର ମନୋରମା ବିଶ୍ଵାଳ ମହାପାତ୍ର ଓଡ଼ିଶା ଏବଂ ଭାରତର ଜଣେ ସୁପରିଚିତ ଓ ସୁନାମଧନ୍ୟ କବି।
ଫୋନ୍ - ୯୪୩୭୦୧୧୦୦୩

Related Posts

ମୁସାଫେର
Literature

ମୁସାଫେର

by ପ୍ରଭୁକଲ୍ୟାଣ ମହାପାତ୍ର
July 8, 2025

ପ୍ରଭୁକଲ୍ୟାଣ ମହାପାତ୍ର, ଭୁବନେଶ୍ୱର, ୮ ଜୁଲାଇ ୨୦୨୫ ଆମକୁ ଯିବାକୁ ହେବ ତ ଦିନେ ଅଫେରା ରାଜ୍ୟକୁ ଆଗ ପଛ ହୋଇ, ତଥାପି ମଣିଷ ବିକଳ କିଆଁ...

Read more
ସତରେ ଏମିତି ହୁଅନ୍ତା କି-୧୭

ସତରେ ଏମିତି ହୁଅନ୍ତା କି-୧୭

July 7, 2025
ଶେଷ ବସନ୍ତର ଚିଠି (ଭାଗ ୩୩)

ଶେଷ ବସନ୍ତର ଚିଠି (ଭାଗ ୩୩)

July 7, 2025
ଶ୍ରୀକ୍ଷେତ୍ର ରଥଯାତ୍ରାର ଶ୍ରେଷ୍ଠ ବାର୍ତ୍ତା

ଶ୍ରୀକ୍ଷେତ୍ର ରଥଯାତ୍ରାର ଶ୍ରେଷ୍ଠ ବାର୍ତ୍ତା

July 5, 2025
ଅନୁରାଧା

ଅନୁରାଧା

July 2, 2025
ସାଗର

ସାଗର

July 1, 2025
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.