• About
  • Contact
Monday, September 14, 2026
Monday, September 14, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home More

ବିଜୁ ଜୟନ୍ତୀରେ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ବିଜୁ ଜୟନ୍ତୀରେ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ଭୁବନେଶ୍ୱର, ୫ ମାର୍ଚ୍ଚ ୨୦୨୪

ସ୍ବର୍ଗତ ବିଜୁ ପଟ୍ଟନାୟକ ଙ୍କ ୧୦୮ ତମ ଜନ୍ମବାର୍ଷିକୀ ଉପଲକ୍ଷେ ସ୍ଥାନୀୟ ଫରେଷ୍ଟ ପାର୍କ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ଅଧ୍ୟକ୍ଷ ଶ୍ରୀ ଶୋଭନ କରଙ୍କ ଦ୍ଵାରା ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ରେ ଯୋଗଦେଇ ଶ୍ରୀ ଶୋଭନ କର କହିଲେ ବିଜୁବାବୁ ଭାରତ ବର୍ଷର ଜଣେ ଚିର ଜାଜ୍ୟୋଲ୍ୟମାନ ରତ୍ନ ଥିଲେ, ଏକଥା ଦେଶ ବିଦେଶରେ ବେଶ୍ ବିଦିତ । ତାଙ୍କୁ ଭାରତ ରତ୍ନ ଉପାଧୀରେ ସନନ୍ଦ ମିଳିଲେ, ଆମ ଓଡ଼ିଆଙ୍କ ପାଇଁ ଗୌରବର ବିଷୟ ହେବ । କିନ୍ତୁ ସେ ଏବେ ପ୍ରତିଟି ଓଡ଼ିଶାବାସୀଙ୍କ ହୃଦୟ ରେ ବିରାଜିତ ।

ଅନ୍ୟ ମାନଙ୍କ ମଧ୍ୟରେ ଫାଉଣ୍ଡେସନ ସଦସ୍ୟ ସର୍ବ ଶ୍ରୀ ଅବନୀ ଚନ୍ଦ୍ର ଦାସ, ଅମୂଲ୍ୟ କୁମାର ସ୍ବାଇଁ, ଅଜିତ୍ କୁମାର ସାହୁ, ବିଜୟ କୁମାର ବେହେରା, ଅରୁଣ କୁମାର ସ୍ବାଇଁ ପ୍ରମୁଖ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାର୍ଘ୍ୟ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାଂସଦ ସନ୍ତ୍ରୁପ୍ତ ମିଶ୍ର, ସସ୍ମିତ୍ ପାତ୍ର ଙ୍କ ସମେତ ବହୁ ବିଜଦ ନେତା ଉପସ୍ଥିତ ରହି ଦିବଂଗତ ନେତା ବିଜୁ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ପରେ ପରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମଧ୍ୟ ପାର୍କ ପରିସର ରେ ଉପସ୍ଥିତ ହୋଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

Nirvik Bureau

Nirvik Bureau

Related Posts

Dhanada’s Discourse: The Day AI Started Doing the Work  – The Opportunity and Pitfalls of Agentic AI
More

Dhanada’s Discourse: The Day AI Started Doing the Work – The Opportunity and Pitfalls of Agentic AI

by Dhanada K. Mishra
September 9, 2026

Dhanada K Mishra, Hong Kong, 9 September 2026 Last week, I asked my computer to find every project report I...

Read more
Vipul’s Voice:What is Spirituality?

Vipul’s Voice:
What is Spirituality?

August 19, 2026
ଆମେ ପାଉଡି ଭୂୟାଁ (ଭାଗ ୧୮)

ଆମେ ପାଉଡି ଭୂୟାଁ (ଭାଗ ୭୮)

August 14, 2026
Dhanada’s Discourse: The Cloud Has a Thirst – India’s data-centre dilemma

Dhanada’s Discourse: 
The Cloud Has a Thirst – India’s data-centre dilemma

August 10, 2026
Vipul’s Voice: Realisation at the age of 70

Vipul’s Voice:
 Realisation at the age of 70

July 19, 2026
ଆମେ ପାଉଡି ଭୂୟାଁ (ଭାଗ ୧୮)

ଆମେ ପାଉଡୀ ଭୂୟାଁ (ଭାଗ ୭୭)

July 17, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.