• About
  • Contact
Saturday, April 18, 2026
Saturday, April 18, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home More

କର୍ମବୀର ଗୌରୀଶଙ୍କର ରାୟଙ୍କ ୧୦୭ ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

କର୍ମବୀର ଗୌରୀଶଙ୍କର ରାୟଙ୍କ ୧୦୭ ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ଭୁବନେଶ୍ୱର, ୭ ମାର୍ଚ୍ଚ ୨୦୨୪

ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ କର୍ମବୀର ଗୌରୀ ଶଙ୍କର ରାୟଙ୍କ ୧୦୭ ତମ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କ ଜନ୍ମ ପୀଠ ଦୀକ୍ଷିତ ପଡ଼ା ସ୍ଥିତ ପ୍ରତିମୂର୍ତ୍ତି ରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଅନୁଷ୍ଠାନ ପକ୍ଷରୁ ସର୍ବଶ୍ରୀ ରାଜ କୁମାର ବେହେରା ବିଜୟ କୁମାର ନନ୍ଦ, ନିରଞ୍ଜନ ସାହୁ, ବିଦ୍ୟାଧର ଦାସ, ସୁଶାନ୍ତ କୁମାର ପଣ୍ଡା ଓ ଚନ୍ଦନ କୁମାର ସାହୁ ପ୍ରମୁଖ ଉତ୍କଳ ର ଏହି ବାରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଓଡ଼ିଆ ଭାଷା ସାହିତ୍ୟ କୁ ତାଙ୍କର ଅମୂଲ୍ୟ ଅବଦାନ ସମ୍ପର୍କରେ ସ୍ମୃତି ଚାରଣ କରିଥିଲେ ।

Nirvik Bureau

Nirvik Bureau

Related Posts

ଆମେ ପାଉଡି ଭୂୟାଁ (ଭାଗ ୧୮)
More

ଆମେ ପାଉଡୀ ଭୂୟାଁ (ଭାଗ ୭୪)

by ଭବେଶ ଚନ୍ଦ୍ର କର
April 14, 2026

ଭବେଶ ଚନ୍ଦ୍ର କର, କେନ୍ଦୁଝର, ୧୪ ଏପ୍ରିଲ ୨୦୨୬ ସକାଳୁ ସକାଳୁ ଉଠିପଡ଼ି ନିତ୍ୟକର୍ମ ସାରି କୁଆଡ଼େ ଯିବା ପାଇଁ ବାହାରି ପଡ଼ିଲା ମନ୍ମଥ। ମୁଁ ପଚାରିବାରୁ...

Read more
Why We Buy Brands That Make Us Feel “Complete”

Why We Buy Brands That Make Us Feel “Complete”

April 1, 2026
Vipul’s Voice: Herd Ego

Vipul’s Voice:
Herd Ego

March 19, 2026
ଆମେ ପାଉଡି ଭୂୟାଁ (ଭାଗ ୧୮)

ଆମେ ପାଉଡୀ ଭୂୟାଁ (ଭାଗ ୭୩)

March 14, 2026
ଯାଜପୁର ଗାନ୍ଧୀ: ପରମାନନ୍ଦ ମହାନ୍ତି

ଯାଜପୁର ଗାନ୍ଧୀ: ପରମାନନ୍ଦ ମହାନ୍ତି

March 11, 2026
Dhanada’s Discourse: In the Aftermath of the US Losing the War to Iran: Prof Jiang

Dhanada’s Discourse:
In the Aftermath of the US Losing the War to Iran: Prof Jiang

March 8, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.