• About
  • Contact
Friday, September 11, 2026
Friday, September 11, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

ବିଶିଷ୍ଟ କବି ଧନେଶ୍ଵର ପାଣିଙ୍କ ୨୮ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ବିଶିଷ୍ଟ କବି ଧନେଶ୍ଵର ପାଣିଙ୍କ ୨୮ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୨୩ ମଇ ୨୦୨୬

ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ଗତକାଲି ୨୨ ତାରିଖ ଶୁକ୍ରବାର ପୂର୍ବାହ୍ନ ୯ ଘଟିକରେ ମାହାଙ୍ଗା ଅଞ୍ଚଳର ନୃତଙ୍ଗ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ବିଶିଷ୍ଟ କବି ଧନେଶ୍ଵର ପାଣିଙ୍କ ୨୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି। ମୂଳବସନ୍ତ ପଞ୍ଚାୟତ ଅଧିନସ୍ଥ ଗୁଣୁପୁର ସ୍ଥିତ କୃଷକ ତାଲିମ୍ କେନ୍ଦ୍ର ଠାରେ ଫାଉଣ୍ଡେସନ ତରଫରୁ ଶୁଭେନ୍ଦୁ କୁମାର ସାମଲ ଙ୍କ ତତ୍ତ୍ଵାବଧନରେ ଆୟୋଜିତ ଏହି ଶ୍ରାଦ୍ଧୋତ୍ସବ ଅବସରରେ କବି ଧନେଶ୍ଵର ପାଣିଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଏବଂ ଧୂପ, ଦୀପ ଆଦି ଅର୍ପଣ କରାଯାଇଥିଲା। ସ୍ଥାନୀୟ ବହୁ ବିଶିଷ୍ଟ ବୟସ୍କ ମୂରବୀ ମାନେ ଯୋଗ ଦେଇ କବି ଧନେଶ୍ଵର ପାଣିଙ୍କ ଜୀବନ ଓ ସାହିତ୍ୟ ଉପରେ ଆଲୋଚନା କରିବା ସହିତ ଶ୍ରଦ୍ଧା ନିବେଦନ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ସର୍ବଶ୍ରୀ ରୁଦ୍ର ନାରାୟଣ ସିଂହ , ରାମ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର କର, ଡମ୍ବରୁଧର ପରିଡ଼ା, ସୁନ୍ଦର ରାମ ସାହୁ, ସମଶେର ଅଲ୍ଲୀ,କାର୍ତ୍ତିକ ଚନ୍ଦ୍ର ବିହାରୀ,କମଳା କାନ୍ତ ଦାସ, ଶଙ୍କର୍ଷଣ ଦାସ, ରାମ ଚନ୍ଦ୍ର ସାହୁ, ବିନୟ ପରିଡ଼ା, ରାଜ କିଶୋର ଲେଙ୍କା, ମନୋଜ କୁମାର ରାଉତ, ତ୍ରୈଲୋକ୍ୟ କୁମାର ସାହୁ ରମାକାନ୍ତ ଦାସ, ଜଚିନ୍ଦ୍ର ରଣା ଓ ବିଜୟ କୁମାର ରାଉତରାୟ ପ୍ରମୁଖ ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ଯୋଗଦେଇ କବିଙ୍କ ଫଟୋଚିତ୍ର ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Nirvik Bureau

Nirvik Bureau

Related Posts

ମାହାଙ୍ଗାରେ ରାଜନେତା ସ୍ବର୍ଗତ ଶରତ କରଙ୍କ ୮୮ ତମ ଜୟନ୍ତୀ ପାଳିତ
News

ମାହାଙ୍ଗାରେ ରାଜନେତା ସ୍ବର୍ଗତ ଶରତ କରଙ୍କ ୮୮ ତମ ଜୟନ୍ତୀ ପାଳିତ

by Nirvik Bureau
September 5, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୫ ସେପ୍ଟେମ୍ବର ୨୦୨୬ କୁଆଁପଳ ସ୍ଥିତ ମାହାଙ୍ଗା ବ୍ଲକ୍ ଅଫିସ୍ ସମ୍ମୁଖ ପ୍ରାଙ୍ଗଣରେ ପୂର୍ବତନ ବିଧାୟକ, ମନ୍ତ୍ରୀ, ସାଂସଦ ତଥା ବାଚସ୍ପତି ସ୍ବର୍ଗତ...

Read more
ପଦ୍ମଶ୍ରୀ ରଜତ କର ଙ୍କ ଜୟନ୍ତୀ ସମାରୋହ

ପଦ୍ମଶ୍ରୀ ରଜତ କର ଙ୍କ ଜୟନ୍ତୀ ସମାରୋହ

September 3, 2026
ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି

ମାହାଙ୍ଗା ର ପୂର୍ବତନ ବିଧାୟକ ସ୍ବର୍ଗତ ବିକ୍ରମ କେଶରୀ ବର୍ମା ଙ୍କୁ ଶ୍ରଦ୍ଧାଞ୍ଜଳି

May 26, 2026
ଶ୍ରୀନିବାସ ସାହୁଙ୍କ ଗଳ୍ପ ସଙ୍କଳନ “କିନ୍ନର” ଉନ୍ମୋଚିତ

ଶ୍ରୀନିବାସ ସାହୁଙ୍କ ଗଳ୍ପ ସଙ୍କଳନ “କିନ୍ନର” ଉନ୍ମୋଚିତ

May 25, 2026
ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ କୃତୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ କୃତୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

May 25, 2026
ସ୍ମାର୍ଟ୍ କୃଷି ପ୍ରକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରୁଛି ଶରତ କର ଓ ଅନିମା କର ଫାଉଣ୍ଡେସନ

ସ୍ମାର୍ଟ୍ କୃଷି ପ୍ରକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରୁଛି ଶରତ କର ଓ ଅନିମା କର ଫାଉଣ୍ଡେସନ

May 10, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.