• About
  • Contact
Saturday, March 14, 2026
Saturday, March 14, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

ପ୍ରାକ୍ତନ ମନ୍ତ୍ରୀ ତଥା ପ୍ରଖ୍ୟାତ ରାଜନେତା ପ୍ରଦୀପ୍ତ କିଶୋର ଦାସଙ୍କୁ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

ପ୍ରାକ୍ତନ ମନ୍ତ୍ରୀ ତଥା ପ୍ରଖ୍ୟାତ ରାଜନେତା ପ୍ରଦୀପ୍ତ କିଶୋର ଦାସଙ୍କୁ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ମାହାଙ୍ଗା, ୭ ଅପ୍ରେଲ ୨୦୨୫

ଶରତ କର ଓ ଅନିମା କର ଫାଉଣ୍ଡେସନ ଅଧ୍ୟକ୍ଷ ତଥା ପୂର୍ବତନ ଆୟକର କମିଶନର ଶୋଭନ କରଙ୍କ ଆହ୍ବାନ କ୍ରମେ ପୂଜ୍ୟପୂଜା କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଖ୍ୟାତ ରାଜନେତା, ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସ୍ୱର୍ଗତଃ ପ୍ରଦୀପ୍ତ କିଶୋର ଦାସଙ୍କ ଅଷ୍ଟାଦଶ ଶ୍ରାଦ୍ଧ ବାର୍ଷିକୀରେ କୁଣ୍ଡି ପଞ୍ଚାୟତ ହାଇସ୍କୁଲ ପ୍ରାଙ୍ଗଣରେ ଥିବା ଏହି ଦିବଂଗତ ନେତାଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।


ଏହି ଉପଲକ୍ଷେ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ଶିକ୍ଷକ, ଛାତ୍ରଛାତ୍ରୀ ତଥା ଗ୍ରାମବାସୀଙ୍କ ଉପସ୍ଥିତିରେ ଅନୁଷ୍ଠାନର କର୍ମକର୍ତ୍ତା ଓ ସଦସ୍ୟ ମାନେ ଯଥାକ୍ରମେ ଶୁଭେନ୍ଦୁ କୁମାର ସାମଲ, ରାମ ଚନ୍ଦ୍ର ମହାପାତ୍ର, କାର୍ତ୍ତିକ ଚନ୍ଦ୍ର ବିହାରୀ, ସମ୍ ଶେର ଅଲ୍ଲୀ ଖାଁ, ଅଶୋକ ଜେନା, ଶିକ୍ଷାବିତ୍ କ୍ଷୀରୋଦ ଚନ୍ଦ୍ର ପତି ପ୍ରମୁଖ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହିତ ସ୍ବର୍ଗତ ପ୍ରଦୀପ୍ତ କିଶୋର ଦାସଙ୍କ ଅମ୍ଳାନ କୃତି ଓ କୀର୍ତ୍ତିର ସ୍ମୃତି ଚାରଣ କରିଥିଲେ ।

Nirvik Bureau

Nirvik Bureau

Related Posts

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି
News

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

by Nirvik Bureau
March 7, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୭ ମାର୍ଚ୍ଚ ୨୦୨୬ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ପୂଜ୍ୟପୂଜା କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାର ଅନ୍ୟତମ ବରପୁତ୍ର କର୍ମବୀର...

Read more
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

March 6, 2026
ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

February 20, 2026
ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

February 19, 2026
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ

January 27, 2026
୭୭ତମ ଜନରାଜ୍ୟ ଦିବସ ପାଳିତ

୭୭ତମ ଜନରାଜ୍ୟ ଦିବସ ପାଳିତ

January 27, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.