• About
  • Contact
Tuesday, March 17, 2026
Tuesday, March 17, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

ପୁଣ୍ୟତିଥିରେ ପ୍ରାଧ୍ୟାପିକା ସ୍ୱର୍ଗୀୟା ଅନିମା କରଙ୍କୁ ଶ୍ରଦ୍ଧାଞ୍ଜଳି

ପୁଣ୍ୟତିଥିରେ ପ୍ରାଧ୍ୟାପିକା ସ୍ୱର୍ଗୀୟା ଅନିମା କରଙ୍କୁ  ଶ୍ରଦ୍ଧାଞ୍ଜଳି
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ମାହାଙ୍ଗା, ୨୮ ନଭେମ୍ବର ୨୦୨୫

ବିଶିଷ୍ଟ ଶିକ୍ଷାବିତ୍ ତଥା ସ୍ୱନାମଧନ୍ୟା ବେତାର କଣ୍ଠଶିଳ୍ପୀ ପ୍ରାଧ୍ୟାପିକା ସ୍ୱର୍ଗୀୟା ଅନିମା କରଙ୍କୁ ତାଙ୍କ ୨ୟ ବାର୍ଷିକ ପୁଣ୍ୟତିଥି ଅବସରରେ ମାହାଙ୍ଗା ଅଞ୍ଚଳର ବନ୍ତଳା ଗ୍ରାମସ୍ଥିତ ଶରତ କର ଓ ଅନିମା କର ଫାଉଣ୍ଡେସନ ତରଫରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମାହାଙ୍ଗା ମୈତ୍ରୀ ମଞ୍ଚର ସମ୍ପାଦକ ଶ୍ରୀ ଅବନୀ ଚନ୍ଦ୍ର ଦାସ ସଭାପତିତ୍ବ କରିଥିଲେ । ପ୍ରଥମେ ସ୍ୱର୍ଗୀୟା ଅନିମା କରଙ୍କ ପ୍ରତିଛବି ରେ ପୁଷ୍ପ ମାଲ୍ୟ, ଧୂପ ଓ ଦୀପାର୍ଘ୍ୟ ଅର୍ପଣ କରାଯାଇଥିଲା ।

ମାହାଙ୍ଗା ର ପୂର୍ବତନ ବିଧାୟକ, ଓଡ଼ିଶାର ପ୍ରାକ୍ତନ ମନ୍ତ୍ରୀ, ତଥା ବିଧାନସଭା ବାଚସ୍ପତି ଶରତ କୁମାର କରଙ୍କ ସହଧର୍ମିଣୀ କେବଳ ନୁହେଁ ବରଂ ଜଣେ ଛାତ୍ରବତ୍ସଳା ପ୍ରଧ୍ୟାପିକା ତଥା ଆକାଶବାଣୀ, କଟକ କେନ୍ଦ୍ରର ସ୍ବୀକୃତି ପ୍ରାପ୍ତ ସୁଗାୟିକା ଭାବେ ଅନିମା କର ସମଗ୍ର ରାଜ୍ୟରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ବୋଲି ଅତିଥି ମାନେ ବକ୍ତବ୍ୟ ରଖିଥିଲେ । ଫାଉଣ୍ଡେସନ ଅଧ୍ୟକ୍ଷ ତଥା ପୂର୍ବତନ ଆୟକର କମିଶନର ଶ୍ରୀ ଶୋଭନ କର ନିଜ ବକ୍ତବ୍ୟରେ ମାତୃସ୍ମୃତି ଚାରଣ କରିବା ସହିତ ତାଙ୍କ ମହାର୍ଘ ଗୁଣାବଳି ବର୍ଣ୍ଣନା କରିଥିଲେ ।

ଏହି ପୂଜ୍ୟପୂଜା ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ଅଜିତ୍ କୁମାର ସାହୁ ଏବଂ ଶରତ କର ଓ ଅନିମା କର ଫାଉଣ୍ଡେସନ ର କର୍ମକର୍ତ୍ତା ଏବଂ ସ୍ଵେଚ୍ଛାସେବୀ ବୃନ୍ଦ ଯୋଗ ଦେଇଥିଲେ ।

Nirvik Bureau

Nirvik Bureau

Related Posts

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି
News

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

by Nirvik Bureau
March 7, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୭ ମାର୍ଚ୍ଚ ୨୦୨୬ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ପୂଜ୍ୟପୂଜା କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାର ଅନ୍ୟତମ ବରପୁତ୍ର କର୍ମବୀର...

Read more
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

March 6, 2026
ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

February 20, 2026
ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

February 19, 2026
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ

January 27, 2026
୭୭ତମ ଜନରାଜ୍ୟ ଦିବସ ପାଳିତ

୭୭ତମ ଜନରାଜ୍ୟ ଦିବସ ପାଳିତ

January 27, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.