• About
  • Contact
Sunday, March 15, 2026
Sunday, March 15, 2026
The Nirvik
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
The Nirvik
No Result
View All Result
Home News

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, (କଇଥା) ରେ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ
Share on FacebookShare on Xshare on Whatsappshare on Linkedin
ବ୍ୟୁରୋ ରିପୋର୍ଟ, ନିର୍ଭୀକ, ମାହାଙ୍ଗା, ୨୭ ଜାନୁୟାରୀ ୨୦୨୬

କଇଥା (ଆନନ୍ଦ ବଜାର) ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ୭୭ତମ ସାଧାରଣ ତନ୍ତ୍ର ଦିବସ ଏବଂ ପୁରସ୍କାର ବିତରଣ ଉତ୍ସବ ମହା ସମାରୋହ ରେ ପାଳିତ ହୋଇ ଯାଇଛି। ଅନୁଷ୍ଠାନର ପ୍ରଧାନ ଆଚର୍ଯ୍ୟା ଶାନ୍ତିଲତା ଦେବୀ ଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଆୟକର କମିଶନର ଶ୍ରୀଯୁକ୍ତ ଶୋଭନ କର ଏବଂ ସମ୍ମାନିତ ଅତିଥି ଭାବେ ନିର୍ଭୀକ ପତ୍ରିକାର ସମ୍ପାଦକ ଶ୍ରୀଯୁକ୍ତ ଅବନୀ ଚନ୍ଦ୍ର ଦାସ ଯୋଗଦେଇ ଆମ ଅଖଣ୍ଡ ଭାରତବର୍ଷର ଅନେକ ଗୌରବମୟ ଗାଥା ଅବତାରଣା କରି ଉପସ୍ଥିତ ବିଦ୍ୟାର୍ଥୀ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅଭିଭାବକ ମାନଙ୍କୁ ଉଦ୍ ବୋଧନ ଦେଇଥିଲେ । ବକ୍ତୃତା, ସଙ୍ଗୀତ ଗାନ, ନୃତ୍ୟ, ଅଭିନୟ କ୍ଷେତ୍ରରେ କୃତି ପ୍ରତିଯୋଗୀ ଛାତ୍ରଛାତ୍ରୀ ଙ୍କ ସମେତ ଏବଂ ଶିକ୍ଷା କ୍ଷେତ୍ରରେ ସଂପୃକ୍ତ କୃତୀ ବିଦ୍ୟାର୍ଥୀ ମାନଙ୍କୁ ବିଦ୍ୟାଳୟ ତରଫରୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର, ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା।

ଅନ୍ୟ ମାନଙ୍କ ମଧ୍ୟରେ ଡ଼ଃ ପ୍ରଭାତ କୁମାର ମିଶ୍ର, ଶିକ୍ଷାନୁଷ୍ଠାନର ସଭାପତି ସନ୍ତୋଷ କୁମାର ସିଂହ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଶିଶୁ ବିଦ୍ୟା ମନ୍ଦିରର ସଚିବ ସଞ୍ଜୀବ କୁମାର ମହାନ୍ତି, ସମ୍ପାଦକ ଦେବେନ୍ଦ୍ର ମହାନ୍ତି ପ୍ରମୁଖ ଉତ୍ସବ ପରିଚାଳନା କରିଥିଲେ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ତତ୍ତ୍ଵାବଧାନରେ ଶିଶୁ ଛାତ୍ର ଛାତ୍ରୀ ମାନେ ଚିତ୍ତାକର୍ଷକ ନୃତ୍ୟ ଏବଂ ଅଭିନୟ ପ୍ରଦର୍ଶନ କରିଥିଲେ।

Nirvik Bureau

Nirvik Bureau

Related Posts

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି
News

କର୍ମବୀର ଗୌରୀ ଶଙ୍କର ରାୟଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

by Nirvik Bureau
March 7, 2026

ବ୍ୟୁରୋ ରିପୋର୍ଟ, ନିର୍ଭୀକ, ୭ ମାର୍ଚ୍ଚ ୨୦୨୬ ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ପୂଜ୍ୟପୂଜା କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାର ଅନ୍ୟତମ ବରପୁତ୍ର କର୍ମବୀର...

Read more
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ

March 6, 2026
ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

ସଂସ୍କାରକ ବୈରାଗୀ ଚରଣ ମିଶ୍ରଙ୍କ ୬୦ତମ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳି

February 20, 2026
ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

ଯୁଧୁଷ୍ଠିର ଦାସ ଥିଲେ ତ୍ୟାଗର ମୂର୍ତ୍ତିମନ୍ତ ଅବତାର

February 19, 2026
୭୭ତମ ଜନରାଜ୍ୟ ଦିବସ ପାଳିତ

୭୭ତମ ଜନରାଜ୍ୟ ଦିବସ ପାଳିତ

January 27, 2026
ଅପରାହ୍ନର ଏକାମ୍ର ସାହିତ୍ୟ ସ୍ୱର ପକ୍ଷରୁ ସାରସ୍ଵତ ସମାରୋହ

ଅପରାହ୍ନର ଏକାମ୍ର ସାହିତ୍ୟ ସ୍ୱର ପକ୍ଷରୁ ସାରସ୍ଵତ ସମାରୋହ

January 19, 2026
  • About
  • Contact

© 2022 www.thenirvik.com.

No Result
View All Result
  • Home
  • Politics
  • Satire
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2022 www.thenirvik.com.